2 ବଂଶାବଳୀ 10:1 - ପବିତ୍ର ବାଇବଲ1 ରିହବିୟାମ୍ ଶିଖିମ୍ ସହରକୁ ଗଲେ, କାରଣ ଇସ୍ରାଏଲର ସମସ୍ତ ଲୋକ ତାଙ୍କୁ ରାଜା କରିବା ନିମନ୍ତେ ସେଠାକୁ ଯାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ରିହବୀୟାମ୍ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ। Viz kapitola |