2 ବଂଶାବଳୀ 10:11 - ପବିତ୍ର ବାଇବଲ11 ମୋର ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦେଇଛନ୍ତି, ମୁଁ ସେହି ବୋଝକୁ ଆହୁରି ଭାରୀ କରିବି। ମୋର ପିତା ତୁମ୍ଭକୁ ଗ୍ଭବୁକ ଦ୍ୱାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଗ୍ଭବୁକ ଦ୍ୱାରା ଶାସନ କରିବି, ଯେଉଁଥିରେ ମୁନିଆ କଣ୍ଟାମାନ ବାହାରିଥିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି। Viz kapitolaଓଡିଆ ବାଇବେଲ11 ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’” Viz kapitola |