Online Bible

- Reklamy -




2 ବଂଶାବଳୀ 10:12 - ପବିତ୍ର ବାଇବଲ

12 ତିନି ଦିନ ପରେ, ଯାରବିୟାମ୍ ଓ ଅନ୍ୟ ଲୋକମାନେ ରିହବିୟାମଙ୍କ ନିକଟକୁ ଆସିଲେ। ରାଜା ରିହବିୟାମ୍ ସେମାନଙ୍କୁ “ମୋ’ ନିକଟକୁ ତିନି ଦିନ ପରେ ଆସ” ବୋଲି କହିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ତୃତୀୟ ଦିନରେ ମୋʼ ନିକଟକୁ ପୁଣି ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ୍ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମ୍ଙ୍କ ନିକଟକୁ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

12 ଏଥିରେ ତୃତୀୟ ଦିନରେ ମୋ’ ନିକଟକୁ ପୁଣି ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ୍‍ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମଙ୍କ ନିକଟକୁ ଆସିଲେ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ “ତୃତୀୟ ଦିନରେ ମୋʼ ନିକଟକୁ ପୁଣି ଆସ” ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମଙ୍କ ନିକଟକୁ ଆସିଲେ

Viz kapitola kopírovat




2 ବଂଶାବଳୀ 10:12

Následuj nás:

Reklamy


Reklamy