Online Bible

- Reklamy -




2 ବଂଶାବଳୀ 10:14 - ପବିତ୍ର ବାଇବଲ

14 ଯୁବା ଲୋକମାନେ ତାଙ୍କୁ ଯେପ୍ରକାର ପରାମର୍ଶ ଦେଇଥିଲେ, ରାଜା ରିହବିୟାମ୍ ଲୋକମାନଙ୍କୁ ସେହି ପ୍ରକାର କଥା କହିଲେ। ସେ କହିଲେ, “ମୋର ପିତା ତୁମ୍ଭମାନଙ୍କର ବୋଝକୁ ଭାରୀ କରିଥିଲେ, କିନ୍ତୁ ମୁଁ ତାହାକୁ ଆହୁରି ଭାରୀ କରିବି। ମୋର ପିତା ତୁମ୍ଭମାନଙ୍କୁ ଗ୍ଭବୁକ୍ ଦ୍ୱାରା ଦଣ୍ଡିତ କରୁଥିଲେ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ଏପରି ଗ୍ଭବୁକ୍ ଦ୍ୱାରା ଦଣ୍ଡ ଦେବି, ଯାହାର ଅଗରେ ମୁନିଆ କଣ୍ଟାମାନ ବାହାରିଥିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।

Viz kapitola kopírovat

ଓଡିଆ ବାଇବେଲ

14 ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”

Viz kapitola kopírovat




2 ବଂଶାବଳୀ 10:14

Následuj nás:

Reklamy


Reklamy