Online Bible

- Reklamy -




2 ବଂଶାବଳୀ 10:18 - ପବିତ୍ର ବାଇବଲ

18 ଯେଉଁ ଲୋକମାନଙ୍କୁ କାର୍ଯ୍ୟ କରିବାକୁ ବାଧ୍ୟ କରାଗଲା, ହଦୋରାମ ସେମାନଙ୍କ ଦାୟିତ୍ୱରେ ଥିଲେ। ରିହବିୟାମ୍ ତାହାଙ୍କୁ ଇସ୍ରାଏଲର ଲୋକାମାନଙ୍କ ନିକଟକୁ ପଠାଇଲେ। କିନ୍ତୁ ଇସ୍ରାଏଲର ଲୋକମାନେ ତାଙ୍କ ଉପରେ ପଥର ଫୋପାଡ଼ିଲେ ଓ ତାଙ୍କୁ ହତ୍ୟା କଲେ। ଏହା ପରେ ରିହବିୟାମ୍ ଦୌଡ଼ି ଯାଇ ତାଙ୍କ ରଥ ଉପରକୁ ଡେଇଁ ଚଢ଼ିଗଲେ ଓ ଖସି ପଳାଇଲେ। ସେ ଯିରୁଶାଲମକୁ ପଳାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏଥି ଉତ୍ତାରେ ରିହବୀୟାମ୍ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ୍ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।

Viz kapitola kopírovat

ଓଡିଆ ବାଇବେଲ

18 ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।

Viz kapitola kopírovat




2 ବଂଶାବଳୀ 10:18

Následuj nás:

Reklamy


Reklamy