Online Bible

- Reklamy -




2 ବଂଶାବଳୀ 11:11 - ପବିତ୍ର ବାଇବଲ

11 ଯେତେବେଳେ ରିହବିୟାମ୍ ସେହି ନଗର ଗୁଡ଼ିକୁ ଦୃଢ଼ କଲେ, ସେ ସେଠାରେ ସେନାଧ୍ୟକ୍ଷମାନଙ୍କୁ ସ୍ଥାପନ କଲେ। ସେ ସେହି ନଗରଗୁଡ଼ିକୁ ଖାଦ୍ୟ, ତୈଳ ଓ ଦ୍ରାକ୍ଷାରସ ମଧ୍ୟ ଯୋଗାଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

11 ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟ ଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।

Viz kapitola kopírovat




2 ବଂଶାବଳୀ 11:11

Následuj nás:

Reklamy


Reklamy