2 ବଂଶାବଳୀ 11:12 - ପବିତ୍ର ବାଇବଲ12 ଆହୁରି ମଧ୍ୟ, ରିହବିୟାମ୍ ପ୍ରତ୍ୟେକ ନଗରରେ ଢାଲ ଓ ବର୍ଚ୍ଛାମାନ ଗଚ୍ଛିତ ରଖିଲେ ଓ ନଗରଗୁଡ଼ିକୁ ଅତ୍ୟନ୍ତ ଦୃଢ଼ କଲେ। ରିହବିୟାମ୍ ଯିହୁଦା ଓ ବିନ୍ୟାମୀନର ନଗର ଓ ତାହାର ଲୋକମାନଙ୍କୁ ନିଜ ଅଧୀନରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ। ଆଉ ଯିହୁଦା ଓ ବିନ୍ୟାମୀନ ତାଙ୍କର ପକ୍ଷ ହେଲେ। Viz kapitolaଓଡିଆ ବାଇବେଲ12 ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ। Viz kapitola |