2 ବଂଶାବଳୀ 11:17 - ପବିତ୍ର ବାଇବଲ17 ସେହି ଲୋକମାନେ ଯିହୁଦା ରାଜ୍ୟକୁ ସୁଦୃଢ଼ କଲେ। ଆଉ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଶଲୋମନଙ୍କ ପୁତ୍ର ରିହବିୟାମଙ୍କର ସପକ୍ଷରେ ରହିଲେ। ସେମାନେ ଏପ୍ରକାର କଲେ, କାରଣ ଦାଉଦ ଓ ଶଲୋମନ ଯେଉଁ ମାର୍ଗରେ ଜୀବନ କାଟୁଥିଲେ, ସେହି ସମୟରେ ସେମାନେ ସେହି ମାର୍ଗରେ ଜୀବନ କାଟିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍ଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ। Viz kapitolaଓଡିଆ ବାଇବେଲ17 ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ। Viz kapitola |