2 ବଂଶାବଳୀ 11:18 - ପବିତ୍ର ବାଇବଲ18 ରିହବିୟାମ୍ ମହଲତ୍କୁ ବିବାହ କଲେ। ତାଙ୍କର ପିତା ଥିଲେ ଯିରେମୋତ୍ର। ତାଙ୍କର ମାତା ଥିଲେ ଅବୀହେଲିୟ। ଯିରେମୋତ୍ର ଦାଉଦଙ୍କ ପୁତ୍ର ଥିଲେ। ଅବୀହେଲିୟ ଇଲିୟାବଙ୍କ କନ୍ୟା ଥିଲେ। ଇଲିୟାବ୍ ଯିଶୀଙ୍କ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ରିହବୀୟାମ୍ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବର କନ୍ୟା ଅବୀହୟିଲର କନ୍ୟା ଥିଲା; Viz kapitolaଓଡିଆ ବାଇବେଲ18 ପୁଣି, ରିହବୀୟାମ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବ୍ର କନ୍ୟା ଅବୀହୟିଲର କନ୍ୟା ଥିଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ରିହବୀୟାମ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବ୍ର କନ୍ୟା ଅବୀହୟିଲର କନ୍ୟା ଥିଲା; Viz kapitola |