2 ବଂଶାବଳୀ 11:20 - ପବିତ୍ର ବାଇବଲ20 ଏହା ପରେ ରିହବିୟାମ୍ ମାଖାଙ୍କୁ ବିବାହ କଲେ। ମାଖା ଅବଶାଲୋମଙ୍କ ଝିଅ ଥିଲେ। ଆଉ ମାଖା ରିହବିୟାମଙ୍କୁ ଏହି ସନ୍ତାନମାନଙ୍କୁ ଦେଲେ: ଅବିୟ, ଅତୟ, ସୀଷ ଓ ଶଲୋମୀତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥି ଉତ୍ତାରେ ରିହବୀୟାମ୍ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ୟ ଓ ସୀଷ ଓ ଶଲୋମୀତକୁ ଜାତ କଲା। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍କୁ ଜାତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍କୁ ଜାତ କଲା। Viz kapitola |