Online Bible

- Reklamy -




2 ବଂଶାବଳୀ 11:23 - ପବିତ୍ର ବାଇବଲ

23 ରିହବିୟାମ୍ ଜ୍ଞାନର ସହିତ କର୍ମ କଲେ ଓ ଯିହୁଦାର ସମସ୍ତ ଅଞ୍ଚଳ ତଥା ପ୍ରତ୍ୟେକ ସୁଦୃଢ଼ ନଗରସାରା ତାଙ୍କର ପୁତ୍ରମାନଙ୍କୁ ବ୍ୟାପ୍ତ କରି ରଖିଲେ। ଆଉ ରିହବିୟାମ୍ ତାଙ୍କର ପୁତ୍ରମାନଙ୍କୁ ଯଥେଷ୍ଟ ଖାଦ୍ୟ ଦେଲେ। ଆହୁରି ମଧ୍ୟ, ସେ ତାଙ୍କର ପୁତ୍ରମାନଙ୍କ ନିମନ୍ତେ ସ୍ତ୍ରୀମାନଙ୍କୁ ଖୋଜିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ। ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।

Viz kapitola kopírovat

ଓଡିଆ ବାଇବେଲ

23 ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟ ଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।

Viz kapitola kopírovat




2 ବଂଶାବଳୀ 11:23

Následuj nás:

Reklamy


Reklamy