2 ବଂଶାବଳୀ 11:4 - ପବିତ୍ର ବାଇବଲ4 ସେମାନଙ୍କୁ କୁହ: ସଦାପ୍ରଭୁ ଏହା କହନ୍ତି, ‘ତୁମ୍ଭେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ ନାହିଁ। ପ୍ରତ୍ୟେକ ଲୋକ ନିଜ ଗୃହକୁ ଫେରିଯାଉ। ଆମ୍ଭେ ଏହା ଘଟାଇଅଛୁ।’” ଅତଏବ ରାଜା ରିହବିୟାମ୍ ଓ ତାଙ୍କର ସୈନ୍ୟଦଳ ସଦାପ୍ରଭୁଙ୍କ ବାର୍ତ୍ତାର ବାଧ୍ୟ ହେଲେ ଓ ଫେରିଗଲେ। ସେମାନେ ଯାରବିୟାମଙ୍କ ଉପରେ ଆକ୍ରମଣ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି। ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ୍ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ। Viz kapitolaଓଡିଆ ବାଇବେଲ4 “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ୍ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ। Viz kapitola |