2 ବଂଶାବଳୀ 12:14 - ପବିତ୍ର ବାଇବଲ14 ରିହବିୟାମ୍ ମନ୍ଦକର୍ମ କଲେ, କାରଣ ସେ ତାଙ୍କ ହୃଦୟରେ ସଦାପ୍ରଭୁଙ୍କର ବାଧ୍ୟ ହେବା ନିମନ୍ତେ ସିଦ୍ଧାନ୍ତ ନେଇ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ସେ ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା। Viz kapitolaଓଡିଆ ବାଇବେଲ14 ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା। Viz kapitola |