Online Bible

- Reklamy -




2 ବଂଶାବଳୀ 12:15 - ପବିତ୍ର ବାଇବଲ

15 ରିହବିୟାମ୍ ଯେତେବେଳେ ରାଜା ଥିଲେ, ତାଙ୍କର ରାଜତ୍ୱର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଯେଉଁ କର୍ମସବୁ କରିଥିଲେ, ସେହିସବୁ ଭବିଷ୍ୟ‌ଦ୍‌ବକ୍ତା ଶମୟିୟଙ୍କ ଲିଖିତ ସକଳ ବିଷୟ ଓ ଦାର୍ଶନିକ ଇଦ୍ଦୋଙ୍କ ଲିଖିତ ସକଳ ବିଷୟରେ ଲିପିବଦ୍ଧ କରାଯାଇଅଛି। ସେହି ବ୍ୟକ୍ତିମାନେ ପାରିବାରିକ ଇତିହାସ ସବୁ ଲେଖିଥିଲେ। ରିହବିୟାମ୍ ଓ ଯାରବିୟାମ୍ ଏହି ଦୁଇ ରାଜାଙ୍କ ମଧ୍ୟରେ, ସେମାନଙ୍କ ରାଜତ୍ୱ କାଳରେ ସବୁ ସମୟରେ ଯୁଦ୍ଧ ଲାଗି ରହିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏହି ରିହବୀୟାମ୍ଙ୍କର ଆଦ୍ୟ; ବୃତ୍ତା; ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ-ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ୍ ଓ ଯାରବୀୟାମ୍ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।

Viz kapitola kopírovat

ଓଡିଆ ବାଇବେଲ

15 ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍‍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ-ପୁସ୍ତକରେ କ’ଣ ଲେଖା ନାହିଁ ? ରିହବୀୟାମ ଓ ଯାରବୀୟାମ୍‍ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍‍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।

Viz kapitola kopírovat




2 ବଂଶାବଳୀ 12:15

Následuj nás:

Reklamy


Reklamy