2 ବଂଶାବଳୀ 12:16 - ପବିତ୍ର ବାଇବଲ16 ରିହବିୟାମ୍ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ରିହବିୟାମଙ୍କୁ ଦାଉଦଙ୍କ ନଗରରେ କବର ଦିଆଗଲା। ଏହା ପରେ ରିହବିୟାମଙ୍କ ପୁତ୍ର ଅବିୟ ନୂତନ ରାଜା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଉତ୍ତାରେ ରିହବୀୟାମ୍ ଆପଣା ପିତୃଗଣ ସହିତ ଶୟନ କରି ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ16 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitola |