2 ବଂଶାବଳୀ 12:8 - ପବିତ୍ର ବାଇବଲ8 କିନ୍ତୁ ଯିରୁଶାଲମର ଲୋକମାନେ ଶୀଶକ୍ର ଦାସ ହେବେ। ସେମାନେ ଯେପରି ଶିକ୍ଷା କରିବେ, ଆମ୍ଭର ସେବା କରିବା ଅନ୍ୟ ଦେଶୀୟ ରାଜାମାନଙ୍କର ସେବା କରିବାଠାରୁ ସମ୍ପୂର୍ଣ୍ଣ ଭିନ୍ନ ଅଟେ, ଏଥିନିମନ୍ତେ ଏହା ଘଟିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ। Viz kapitolaଓଡିଆ ବାଇବେଲ8 ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।” Viz kapitola |