2 ବଂଶାବଳୀ 13:10 - ପବିତ୍ର ବାଇବଲ10 “କିନ୍ତୁ ଆମ୍ଭମାନଙ୍କ ନିମନ୍ତେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି। ଆମ୍ଭେମାନେ ଯିହୁଦାର ଲୋକମାନେ ପରମେଶ୍ୱରଙ୍କୁ ମାନିବା ନିମନ୍ତେ ମନା କରି ନାହୁଁ। ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ। ଯେଉଁ ଯାଜକମାନେ ସଦପ୍ରଭୁଙ୍କର ସେବା କରନ୍ତି, ସେମାନେ ହାରୋଣଙ୍କର ପୁତ୍ରଗଣ ଅଟନ୍ତି। ଲେବୀୟମାନେ ସେମାନଙ୍କୁ ସେମାନଙ୍କର କାମ କରିବାରେ ସାହାଯ୍ୟ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି; Viz kapitolaଓଡିଆ ବାଇବେଲ10 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି; Viz kapitola |