2 ବଂଶାବଳୀ 13:17 - ପବିତ୍ର ବାଇବଲ17 ଅବିୟଙ୍କ ସୈନ୍ୟଦଳ ଇସ୍ରାଏଲର ସୈନ୍ୟଦଳକୁ ଅତି ଗୁରୁତର ଭାବରେ ପରାସ୍ତ କଲେ ଓ ଇସ୍ରାଏଲର 500,000 ଜଣ ସର୍ବଶ୍ରେଷ୍ଠ ବ୍ୟକ୍ତିମାନେ ନିହତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହା-ସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ। Viz kapitolaଓଡିଆ ବାଇବେଲ17 ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଛା ଲୋକ ହତ ହୋଇ ପଡ଼ିଲେ। Viz kapitola |