Online Bible

- Reklamy -




2 ବଂଶାବଳୀ 13:18 - ପବିତ୍ର ବାଇବଲ

18 ତେଣୁ ସେହି ସମୟରେ ଇସ୍ରାଏଲର ଲୋକମାନେ ପରାସ୍ତ ହେଲେ ଓ ଯିହୁଦାର ଲୋକମାନେ ବିଜୟୀ ହେଲେ। ଯିହୁଦାର ସୈନ୍ୟଦଳ ସେମାନଙ୍କ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଉପରେ ନିର୍ଭର କରିଥିବାରୁ ବିଜୟଲାଭ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏହିରୂପେ ସେହି ସମୟରେ ଇସ୍ରାଏଲ-ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

18 ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।

Viz kapitola kopírovat




2 ବଂଶାବଳୀ 13:18

Následuj nás:

Reklamy


Reklamy