Online Bible

- Reklamy -




2 ବଂଶାବଳୀ 13:19 - ପବିତ୍ର ବାଇବଲ

19 ଅବିୟଙ୍କ ସୈନ୍ୟଦଳ ଯାରବିୟା‌ମଙ୍କ ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ। ଅବିୟଙ୍କ ସୈନ୍ୟଦଳ ବୈଥଲ, ଯିଶାନା ଓ ଇଫ୍ରୋନ୍ ସହରଗୁଡ଼ିକ ଯାରବିୟା‌ମଙ୍କଠାରୁ ଦଖଲ କରି ନେଲେ। ସେହି ସହର ଓ ସେହି ସହରଗୁଡ଼ିକର ନିକଟରେ ଥିବା କ୍ଷୁଦ୍ର ଗ୍ରାମଗୁଡ଼ିକୁ ମଧ୍ୟ ସେମାନେ ଅଧିକାର କରି ନେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏଉତ୍ତାରେ ଅବୀୟ ଯାରବୀୟାମ୍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।

Viz kapitola kopírovat

ଓଡିଆ ବାଇବେଲ

19 ଏଉତ୍ତାରେ ଅବୀୟ ଯାରବୀୟାମ୍‍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍‍, ବେଥେଲ୍‍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଉତ୍ତାରେ ଅବୀୟ ଯାରବୀୟାମଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍‍, ବେଥେଲ୍‍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।

Viz kapitola kopírovat




2 ବଂଶାବଳୀ 13:19

Následuj nás:

Reklamy


Reklamy