Online Bible

- Reklamy -




2 ବଂଶାବଳୀ 13:7 - ପବିତ୍ର ବାଇବଲ

7 ଏହା ପରେ ନିହାତି ଅଯୋଗ୍ୟ, ମନ୍ଦ ଲୋକମାନେ ଯାରବିୟାମର ସାଙ୍ଗୀ ହେଲେ। ଆଉ ଯାରବିୟାମ୍ ଓ ସେହି ମନ୍ଦ ଲୋକମାନେ ଶଲୋମନଙ୍କର ପୁତ୍ର ରିହବିୟାମଙ୍କର ବିପକ୍ଷରେ ଉଠିଲେ। ରିହବିୟାମ୍ ଅଳ୍ପବୟସ୍କ ଓ ଅନୁଭୂତିହୀନ ଥିଲେ। ତେଣୁ ରିହବିୟାମ୍, ଯାରବିୟାମ୍ ଓ ତାଙ୍କର ମନ୍ଦ ସଙ୍ଗୀମାନଙ୍କୁ ଅଟକାଇ ପାରିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ପାପଧମ-ସନ୍ତାନ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମ୍ଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେସମୟରେ ରିହବୀୟାମ୍ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

7 ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।

Viz kapitola kopírovat




2 ବଂଶାବଳୀ 13:7

Následuj nás:

Reklamy


Reklamy