2 ବଂଶାବଳୀ 14:12 - ପବିତ୍ର ବାଇବଲ12 ଏହା ପରେ ସଦାପ୍ରଭୁ ଇଥିଓପିୟ ସୈନ୍ୟଦଳକୁ ପରାସ୍ତ କରିବା ନିମନ୍ତେ ଆସା ଓ ଯିହୁଦାର ସୈନ୍ୟଦଳକୁ ବ୍ୟବହାର କଲେ। ଆଉ ଇଥିଓପିୟ ସୈନ୍ୟଦଳ ଦୌଡ଼ି ପଳାଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ। Viz kapitolaଓଡିଆ ବାଇବେଲ12 ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ। Viz kapitola |