2 ବଂଶାବଳୀ 14:3 - ପବିତ୍ର ବାଇବଲ3 ଆସା ଉଚ୍ଚ ସ୍ଥାନରେ ଥିବା ବିଦେଶୀୟ ଯଜ୍ଞବେଦିକୁ ଉଠାଇ ଦେଲେ। ଆସା ଉଚ୍ଚସ୍ଥାନସବୁ ଦୂର କରିଦେଲେ ଓ ସ୍ମରଣାର୍ଥକ ପବିତ୍ର ପ୍ରସ୍ତରସବୁକୁ ଭାଙ୍ଗି ଚୂରମାର୍ କରିଦେଲେ। ଆଉ ଆସା ଆଶେରା ସ୍ତମ୍ଭ ସବୁକୁ ଭାଙ୍ଗି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ; Viz kapitolaଓଡିଆ ବାଇବେଲ3 କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ; Viz kapitola |