2 ବଂଶାବଳୀ 14:4 - ପବିତ୍ର ବାଇବଲ4 ଆସା ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁ ପରମେଶ୍ୱରଙ୍କ ଅନୁଗମନ କରିବା ନିମନ୍ତେ ଆଦେଶ ଦେଲେ। ସେମାନଙ୍କର ପୂର୍ବପୁରୁଷମାନେ ସେହି ପରମେଶ୍ୱରଙ୍କୁ ହିଁ ଅନୁଗମନ କରୁଥିଲେ। ଆଉ ଆସା ସେମାନଙ୍କୁ ସଦାପ୍ରଭୁଙ୍କର ସମସ୍ତ ନିୟମ ଓ ଆଜ୍ଞାଗୁଡ଼ିକର ବାଧ୍ୟ ହେବା ନିମନ୍ତେ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ। Viz kapitolaଓଡିଆ ବାଇବେଲ4 ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ। Viz kapitola |