2 ବଂଶାବଳୀ 14:5 - ପବିତ୍ର ବାଇବଲ5 ଆସା ଆହୁରି ମଧ୍ୟ ଯିହୁଦାର ସମସ୍ତ ସହରଗୁଡ଼ିକରେ ଥିବା ଉଚ୍ଚସ୍ଥାନ ଓ ସୁଗନ୍ଧି ଧୂପର ବେଦିଗୁଡ଼ିକ ଧ୍ୱଂସ କରିଦେଲେ। ତେଣୁ ଆସା ରାଜା ଥିବା ସମୟରେ ରାଜ୍ୟରେ ଶାନ୍ତି ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା। Viz kapitolaଓଡିଆ ବାଇବେଲ5 ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା। Viz kapitola |