Online Bible

- Reklamy -




2 ବଂଶାବଳୀ 15:14 - ପବିତ୍ର ବାଇବଲ

14 ଏହା ପରେ ଆସା ଓ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ଏକ ଶପଥ କଲେ। ସେମାନେ ବଡ଼ ପାଟିରେ ଚିତ୍କାର କଲେ। ଆହୁରି ମଧ୍ୟ ସେମାନେ ତୂରୀ ଓ ତୂରୀ ବଜାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆହୁରି ସେମାନେ ଉଚ୍ଚୈଃସ୍ଵରରେ ଜୟଧ୍ଵନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।

Viz kapitola kopírovat

ଓଡିଆ ବାଇବେଲ

14 ଆହୁରି ସେମାନେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।

Viz kapitola kopírovat




2 ବଂଶାବଳୀ 15:14

Následuj nás:

Reklamy


Reklamy