Online Bible

- Reklamy -




2 ବଂଶାବଳୀ 15:15 - ପବିତ୍ର ବାଇବଲ

15 ଯିହୁଦାର ସମସ୍ତ ଲୋକ ଯେତେବେଳେ ଏହି ଶପଥ ବିଷୟରେ ଶୁଣିଲେ ଅତି ଆନନ୍ଦିତ ହେଲେ, କାରଣ ସେମାନେ ସେମାନଙ୍କର ସମସ୍ତ ହୃଦୟ ସହିତ ପରମେଶ୍ୱରଙ୍କର ଅନୁସରଣ କଲେ। ସେମାନେ ପରମେଶ୍ୱରଙ୍କୁ ଖୋଜିଲେ ଓ ତାଙ୍କୁ ପାଇଲେ। ତେଣୁ ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ଶାନ୍ତି ପ୍ରଦାନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ଵେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

15 ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।

Viz kapitola kopírovat




2 ବଂଶାବଳୀ 15:15

Následuj nás:

Reklamy


Reklamy