2 ବଂଶାବଳୀ 15:16 - ପବିତ୍ର ବାଇବଲ16 ରାଜା ଆସା ତାଙ୍କର ମାତାମହୀ ମାଖାଙ୍କୁ ରାଣୀମା’ ପଦରୁ ମଧ୍ୟ ବିତାଡ଼ିତ କଲେ। ମାଖା ଏକ ଘୃଣ୍ୟ ଆଶେରା ସ୍ତମ୍ଭ ନିର୍ମାଣ କରିଥିବାରୁ ଆସା ଏହିପରି କଲେ। ଆସା ସେହି ଆଶେରା ସ୍ତମ୍ଭକୁ କାଟି ପକାଇଲେ ଓ ତାହାକୁ ଭାଙ୍ଗି ଖଣ୍ଡ ଖଣ୍ଡ କଲେ। ଏହା ପରେ ସେ କିଦ୍ରୋଣ୍ ଉପତ୍ୟକାରେ ସେହି ଖଣ୍ଡଗୁଡ଼ିକୁ ପୋଡ଼ି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରାଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ। Viz kapitolaଓଡିଆ ବାଇବେଲ16 ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ। Viz kapitola |