Online Bible

- Reklamy -




2 ବଂଶାବଳୀ 15:6 - ପବିତ୍ର ବାଇବଲ

6 ଗୋଟିଏ ଦେଶ ଆଉ ଏକ ଦେଶକୁ ବିନାଶ କରୁଥିଲା ଓ ଗୋଟିଏ ନଗର ଆଉ ଗୋଟିଏ ନଗରକୁ ଧ୍ୱଂସ କରୁଥିଲା। ପରମେଶ୍ୱର ସେମାନଙ୍କ ପ୍ରତି ସବୁ ପ୍ରକାର ଦୁର୍ଦ୍ଦଶା ଘଟାଉ ଥିବାରୁ ଏହିପରି ଘଟୁଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ଵର ସର୍ବପ୍ରକାର ସଂକଟ ଦ୍ଵାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବ ପ୍ରକାର ସଂକଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।

Viz kapitola kopírovat




2 ବଂଶାବଳୀ 15:6

Následuj nás:

Reklamy


Reklamy