2 ବଂଶାବଳୀ 16:1 - ପବିତ୍ର ବାଇବଲ1 ଆସା ରାଜା ହେବାର ଛତିଶ୍ ତମ ବର୍ଷରେ, ବାଶା ଯିହୁଦା ଦେଶକୁ ଆକ୍ରମଣ କଲେ। ବାଶା ଇସ୍ରାଏଲର ରାଜା ଥିଲେ। ସେ ରାମା ସହରକୁ ଗଲେ ଓ ତାହାକୁ ଏକ ଦୁର୍ଗରେ ପରିଣତ କଲେ। ଯିହୁଦାର ରାଜା ଆସାଙ୍କ ନିକଟକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସ୍ଥଗିତ କରାଇବାର ଏକ ସ୍ଥାନରୂପେ ବାଶା ରାମା ସହରକୁ ବ୍ୟବହାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କର ଅଧିକାରର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ। Viz kapitolaଓଡିଆ ବାଇବେଲ1 ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ। Viz kapitola |