2 ବଂଶାବଳୀ 16:13 - ପବିତ୍ର ବାଇବଲ13 ଆସା ତାଙ୍କର ରାଜତ୍ୱର ଏକଗ୍ଭଳିଶତମ ବର୍ଷରେ ମୃତ୍ୟୁବରଣ କଲେ। ଆଉ ଆସା ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ଆସା ଆପଣା ଅଧିକାରର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ ଶୟନ କଲେ। Viz kapitolaଓଡିଆ ବାଇବେଲ13 ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ। Viz kapitola |