2 ବଂଶାବଳୀ 16:14 - ପବିତ୍ର ବାଇବଲ14 ଆସା ଦାଉଦଙ୍କ ନଗରରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସେହି ସମାଧିରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶଯ୍ୟାରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତରରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦେବା ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧିଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ। Viz kapitolaଓଡିଆ ବାଇବେଲ14 ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ। Viz kapitola |