Online Bible

- Reklamy -




2 ବଂଶାବଳୀ 16:3 - ପବିତ୍ର ବାଇବଲ

3 ଆସାଙ୍କ ବାର୍ତ୍ତା ଥିଲା: “ତୁମ୍ଭର ପିତା ଓ ମୋର ପିତାଙ୍କ ମଧ୍ୟରେ ଯେପରି ଚୁକ୍ତି ସ୍ୱାକ୍ଷର ହୋଇଥିଲା, ଆମ୍ଭ ମଧ୍ୟରେ ମଧ୍ୟ ସେହିଭଳି ଚୁକ୍ତି ହେଉ। ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଉଛି। ବର୍ତ୍ତମାନ ତୁମ୍ଭେ ଇସ୍ରାଏଲର ରାଜା ବାଶା ସହିତ ତୁମ୍ଭର ଚୁକ୍ତି ଭଙ୍ଗ କର, ତେବେ ସେ ମୋତେ ଏକା ଛାଡ଼ି ଗ୍ଭଲିଯିବ ଓ ମୋତେ ଆଉ ବ୍ୟସ୍ତ କରିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।

Viz kapitola kopírovat

ଓଡିଆ ବାଇବେଲ

3 “ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋ’ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”

Viz kapitola kopírovat




2 ବଂଶାବଳୀ 16:3

Následuj nás:

Reklamy


Reklamy