2 ବଂଶାବଳୀ 16:6 - ପବିତ୍ର ବାଇବଲ6 ଏହା ପରେ ରାଜା ଆସା ଯିହୁଦାର ସମସ୍ତ ଲୋକଙ୍କୁ ଏକତ୍ର ଡାକିଲେ। ସେମାନେ ରାମା ସହରକୁ ଗଲେ ଓ ବାଶା ଦୁର୍ଗ ନିର୍ମାଣ କରିବା ନିମନ୍ତେ ଯେଉଁ ପ୍ରସ୍ତର ଓ କାଷ୍ଠ ବ୍ୟବହାର କରୁଥିଲା, ତାହା ନେଇଗଲେ। ଆସା ଓ ଯିହୁଦାର ଲୋକମାନେ ଗେବା ଓ ମିସ୍ପା ସହରକୁ ଆହୁରି ଦୃଢ଼ କରିବା ନିମନ୍ତେ ସେହି ପ୍ରସ୍ତର ଓ କାଷ୍ଠଗୁଡ଼ିକୁ ବ୍ୟବହାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ଵାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ। Viz kapitolaଓଡିଆ ବାଇବେଲ6 ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ। Viz kapitola |