Online Bible

- Reklamy -




2 ବଂଶାବଳୀ 16:8 - ପବିତ୍ର ବାଇବଲ

8 କୂଶୀୟ ଓ ଲେବୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ୟଦଳ ଥିଲା। ସେମାନଙ୍କର ଅନେକ ରଥ ଓ ରଥଗ୍ଭଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାଯ୍ୟ ନିମନ୍ତେ ଓ ସେହି ବୃହତ୍ ପରାକ୍ରମୀ ସୈନ୍ୟଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାଯ୍ୟ କଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ଵାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।

Viz kapitola kopírovat

ଓଡିଆ ବାଇବେଲ

8 କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।

Viz kapitola kopírovat




2 ବଂଶାବଳୀ 16:8

Následuj nás:

Reklamy


Reklamy