Online Bible

- Reklamy -




2 ବଂଶାବଳୀ 17:1 - ପବିତ୍ର ବାଇବଲ

1 ଆସାଙ୍କ ସ୍ଥାନରେ ଯିହୋଶାଫଟ୍ ଯିହୁଦାର ନୂତନ ରାଜା ହେଲେ। ଯିହୋଶାଫଟ୍ ଆସାଙ୍କର ପୁତ୍ର ଥିଲେ। ଯିହୋଶାଫଟ୍ ଯିହୁଦାକୁ ଆହୁରି ବଳିଷ୍ଠ କଲେ, ଯେପରି ସେମାନେ ଇସ୍ରାଏଲ ବିରୁଦ୍ଧରେ ଲଢ଼େଇ କରି ପାରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।

Viz kapitola kopírovat




2 ବଂଶାବଳୀ 17:1

Následuj nás:

Reklamy


Reklamy