2 ବଂଶାବଳୀ 17:11 - ପବିତ୍ର ବାଇବଲ11 କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ଆହୁରି ମଧ୍ୟ ସେମାନେ ଯିହୋଶାଫଟଙ୍କ ନିମନ୍ତେ ରୂପା ଆଣିଲେ। କେତେକ ଆରବୀୟ ଲୋକ ଯିହୋଶାଫଟଙ୍କ ନିମନ୍ତେ ପଶୁପଲ ଭେଟୀ ସ୍ୱରୂପେ ଆଣିଲେ। ସେମାନେ ତାଙ୍କୁ 7,700 ଗୋଟି ଛେଳି ଓ 7,700 ଗୋଟି ମେଣ୍ଢା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ। Viz kapitolaଓଡିଆ ବାଇବେଲ11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ। Viz kapitola |