2 ବଂଶାବଳୀ 17:14 - ପବିତ୍ର ବାଇବଲ14 ସେହି ସୈନ୍ୟମାନଙ୍କୁ ସେମାନଙ୍କ ପରିବାରବର୍ଗରେ ତାଲିକାଭୁକ୍ତ କରାଗଲା। ଯିରୁଶାଲମରେ ଅବସ୍ଥାପିତ ସେହି ସୈନ୍ୟମାନଙ୍କର ତାଲିକା ଏହି: ଯିହୁଦା ଗୋଷ୍ଠୀରୁ, ଏହି ଲୋକମାନେ ହଜାର ହଜାର ସୈନ୍ୟଙ୍କର ସେନାପତି ଥିଲେ: ଅଦ୍ନ 300,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ। Viz kapitolaଓଡିଆ ବାଇବେଲ14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ। Viz kapitola |