2 ବଂଶାବଳୀ 17:16 - ପବିତ୍ର ବାଇବଲ16 ଅମସିୟ 200,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ। ସିଖ୍ରିଙ୍କର ପୁତ୍ର ଅମସିୟ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଶପଥ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ଵେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ; Viz kapitolaଓଡିଆ ବାଇବେଲ16 ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ; Viz kapitola |