Online Bible

- Reklamy -




2 ବଂଶାବଳୀ 17:3 - ପବିତ୍ର ବାଇବଲ

3 ସଦାପ୍ରଭୁ ଯିହୋଶାଫ‌ଟଙ୍କ ସହିତ ଥିଲେ, କାରଣ ଯିହୋଶାଫଟ୍ ଆରମ୍ଭରୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ତୁଲ୍ୟ ଉତ୍ତମ କର୍ମମାନ କରିଥିଲେ। ଯିହୋଶାଫଟ୍ ବାଲ୍ ପ୍ରତିମାମାନଙ୍କର ଉପାସନା କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ଦେବଗଣର ଅନ୍ଵେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;

Viz kapitola kopírovat

ଓଡିଆ ବାଇବେଲ

3 ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;

Viz kapitola kopírovat




2 ବଂଶାବଳୀ 17:3

Následuj nás:

Reklamy


Reklamy