Online Bible

- Reklamy -




2 ବଂଶାବଳୀ 17:4 - ପବିତ୍ର ବାଇବଲ

4 ଯିହୋଶାଫ‌ଟଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ୱରଙ୍କର ଅନୁଗାମୀ ହୋଇଥିଲେ, ଯିହୋଶାଫଟ୍ ତାଙ୍କର ଅନ୍ୱେଷଣ କଲେ। ସେ ପରମେଶ୍ୱରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ଇସ୍ରାଏଲର ଲୋକମାନେ ଯେପରି ଜୀବନ କାଟୁଥିଲେ, ସେ ସେପ୍ରକାର ଜୀବନ କାଟୁ ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେ ଆପଣା ପୈତୃକ ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ତାହାଙ୍କ ଆଜ୍ଞା ପଥରେ ଚଳି ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

4 ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।

Viz kapitola kopírovat




2 ବଂଶାବଳୀ 17:4

Následuj nás:

Reklamy


Reklamy