2 ବଂଶାବଳୀ 17:5 - ପବିତ୍ର ବାଇବଲ5 ସଦାପ୍ରଭୁ ଯିହୋଶାଫଟଙ୍କୁ ଯିହୁଦାର ଏକ ଅତି ଶକ୍ତିଶାଳୀ ରାଜା କଲେ। ଯିହୁଦାର ସମସ୍ତ ଲୋକ ଯିହୋଶାଫଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ତେଣୁ ଯିହୋଶାଫଟଙ୍କର ଧନସମ୍ପଦ ଓ ସମ୍ମାନ ପ୍ରଚୁର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ। Viz kapitolaଓଡିଆ ବାଇବେଲ5 ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ। Viz kapitola |