2 ବଂଶାବଳୀ 17:9 - ପବିତ୍ର ବାଇବଲ9 ସେହି ନେତା ଓ ଲେବୀୟ ଓ ଯାଜକମାନେ ଯିହୁଦାର ଲୋକମାନଙ୍କୁ ଶିକ୍ଷା ଦେଲେ। ସେମାନଙ୍କ ନିକଟରେ “ସଦାପ୍ରଭୁଙ୍କ ନିୟମପୁସ୍ତକ” ଥିଲା। ସେମାନେ ଯିହୁଦାର ସମସ୍ତ ସହର ମଧ୍ୟଦେଇ ଗଲେ ଓ ଲୋକମାନଙ୍କୁ ଶିକ୍ଷା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ। Viz kapitolaଓଡିଆ ବାଇବେଲ9 ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ। Viz kapitola |