2 ବଂଶାବଳୀ 18:10 - ପବିତ୍ର ବାଇବଲ10 ସିଦିକିୟ କନାନା ନାମକ ବ୍ୟକ୍ତିର ପୁତ୍ର ଥିଲା। ସିଦିକିୟ ଲୁହାରୁ କେତେକ ତୂରୀ ନିର୍ମାଣ କରିଥିଲା। ସିଦିକିୟ କହିଲା, “ସଦାପ୍ରଭୁ କହନ୍ତି, ‘ସେମାନେ ସମ୍ପୂର୍ଣ୍ଣ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ଏହି ଲୌହ-ତୂରୀ ଅରାମୀୟମାନଙ୍କୁ ବିଦାରିବା ନିମନ୍ତେ ବ୍ୟବହାର କରିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ଵାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ। Viz kapitolaଓଡିଆ ବାଇବେଲ10 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।” Viz kapitola |