2 ବଂଶାବଳୀ 18:13 - ପବିତ୍ର ବାଇବଲ13 କିନ୍ତୁ ମୀଖାୟ ଉତ୍ତର ଦେଲେ, “ନିଶ୍ଚିତ ଭାବରେ ସଦାପ୍ରଭୁ ଥିବାଯାଏ, ମୋ’ ପରମେଶ୍ୱର ଯାହା କହନ୍ତି, ମୁଁ କେବଳ ତାହା କହି ପାରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ମୀଖାୟ କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ଵର କହିବେ, ତାହା ହିଁ ମୁଁ କହିବି। Viz kapitolaଓଡିଆ ବାଇବେଲ13 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋ’ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।” Viz kapitola |