Online Bible

- Reklamy -




2 ବଂଶାବଳୀ 18:18 - ପବିତ୍ର ବାଇବଲ

18 ମୀଖାୟ କହିଲେ, “ସଦାପ୍ରଭୁଙ୍କଠାରୁ ଆସିଥିବା ଏହି ବାର୍ତ୍ତା ଶୁଣ। ମୁଁ ସଦାପ୍ରଭୁଙ୍କୁ ତାଙ୍କର ସିଂହାସନରେ ବସିଥିବାର ଦେଖିଲି। ସ୍ୱର୍ଗୀୟ ଦୂତଗଣ ତାଙ୍କର ଚତୁର୍ଦ୍ଦିଗରେ ଠିଆ ହୋଇଥିଲେ, କେତେକ ତାଙ୍କର ବାମ ପାର୍ଶ୍ୱରେ ଓ କେତେକ ତାଙ୍କର ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ମୀଖାୟ କହିଲା, ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ଵର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।

Viz kapitola kopírovat




2 ବଂଶାବଳୀ 18:18

Následuj nás:

Reklamy


Reklamy