2 ବଂଶାବଳୀ 18:24 - ପବିତ୍ର ବାଇବଲ24 ମୀଖାୟ ଉତ୍ତର ଦେଲେ, “ସିଦିକିୟ, ତୁମ୍ଭେ ନିଜକୁ ଲୁଗ୍ଭଇବା ନିମନ୍ତେ ଯେଉଁ ଦିନ ଭିତର କୋଠରୀକି ଯିବ, ସେହି ଦିନ ତାହା ଜାଣିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହିଁରେ ମୀଖାୟ କହିଲା, ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରୀକି ଯିବ, ସେହି ଦିନ ତାହା ଜାଣିବ। Viz kapitolaଓଡିଆ ବାଇବେଲ24 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।” Viz kapitola |