Online Bible

- Reklamy -




2 ବଂଶାବଳୀ 18:29 - ପବିତ୍ର ବାଇବଲ

29 ଇସ୍ରାଏଲର ରାଜା ଯିହୋଶାଫ‌ଟଙ୍କୁ କହିଲେ, “ଯୁଦ୍ଧକୁ ଯିବା ପୂର୍ବରୁ ମୁଁ ଛଦ୍ମବେଶ ଧାରଣ କରିବି। କିନ୍ତୁ ତୁମ୍ଭେ ତୁମ୍ଭର ରାଜକୀୟ ପୋଷାକ ପିନ୍ଧ।” ତେଣୁ ଇସ୍ରାଏଲର ରାଜା ଛଦ୍ମବେଶ ଧାରଣ କଲେ, ଆଉ ଦୁଇ ରାଜା ଯୁଦ୍ଧକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ କଲେ।

Viz kapitola kopírovat

ଓଡିଆ ବାଇବେଲ

29 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।

Viz kapitola kopírovat




2 ବଂଶାବଳୀ 18:29

Následuj nás:

Reklamy


Reklamy