2 ବଂଶାବଳୀ 18:33 - ପବିତ୍ର ବାଇବଲ33 କିନ୍ତୁ ଜଣେ ଧନୁର୍ଦ୍ଧର ଲକ୍ଷ୍ୟହୀନ ଭାବରେ ତା’ ଧନୁକୁ ତୀରଟିଏ ମାରିଲା। ସେହି ତୀରଟି ଆସି ଇସ୍ରାଏଲର ରାଜା ଆହାବଙ୍କ ସମ୍ମୁଖରେ ଏକ ସନ୍ଧି ସ୍ଥାନରେ ବାଜିଲା। ଇସ୍ରାଏଲର ରାଜା ତାଙ୍କର ରଥଗ୍ଭଳକକୁ କହିଲେ, “ରଥକୁ ଫେରାଇ ନିଅ ଓ ମୋତେ ଯୁଦ୍ଧ କ୍ଷେତ୍ରରୁ ନେଇଯାଅ। ମୁଁ ଆଘାତପ୍ରାପ୍ତ ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି। Viz kapitolaଓଡିଆ ବାଇବେଲ33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।” Viz kapitola |