2 ବଂଶାବଳୀ 18:34 - ପବିତ୍ର ବାଇବଲ34 ଦିନ ତମାମ ଯୁଦ୍ଧ ଗ୍ଭଲିଲା। ଇସ୍ରାଏଲର ରାଜା ଅରାମୀୟମାନଙ୍କୁ ଗ୍ଭହିଁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ରଥ ଉପରେ ଛିଡ଼ା ହୋଇ ରହିଲେ। ତା'ପରେ ସୂର୍ଯ୍ୟାସ୍ତ ସମୟରେ ସେ ମୃତ୍ୟୁବରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ। Viz kapitolaଓଡିଆ ବାଇବେଲ34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ। Viz kapitola |